www.samajalive.in
Wednesday, December 10, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର  

ପାରଦୀପ :  କଟକ- ପାରାଦୀପ  ରାସ୍ତାର ପଙ୍କପାଳ ଠାରେ  ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ଏଥିରେ ଜଣେ ଛାତ୍ରୀଙ୍କ  ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ଛାତ୍ରୀ ଜଣଙ୍କ ସାଇକେଲରେ ଓ ଅନ୍ୟ ଦୁଇ ଜଣ ବାଇକରେ ଯାଉଥିବା ସମୟରେ ଏକ ଟ୍ୟାଙ୍କର ସେମାନଙ୍କୁ ଧକ୍କା ଦେଇଥିଲା ।  ଫଳରେ ଘଟଣାସ୍ଥଳରେ ଛାତ୍ରୀ ଜଣଙ୍କର ମୃତ୍ୟୁ ହୋଇଥିଲା ଓ ୨ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ । ଘଟଣାସ୍ଥଳରୁ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟଲୋକେ ଟ୍ୟାଙ୍କରକୁ ଅଟକ ରଖିବା ସହ କଟକ- ପାରାଦୀପ ରାସ୍ତାକୁ ଅବରୋଧ କରିଛନ୍ତି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories