www.samajalive.in
Thursday, December 11, 2025
18.1 C
Bhubaneswar

ଟ୍ରକ୍ ଧକ୍କାରେ ଭାଇଭଉଣୀ ମୃତ

ବଲାଙ୍ଗୀର :  ବଲାଙ୍ଗୀର ଜିଲ୍ଲାର ଦେଓଗାଁ-ତୁଷୁରା ରାସ୍ତାର ମହିପୁର ଛକରେ ମଙ୍ଗଳବାର ସକାଳୁ ଏକ ସଡ଼କ ଦୁର୍ଘଟଣାରେ ଭାଇଭଉଣୀଙ୍କର ମୃତୁ ଘଟିଛି । ବାଇକରେ ଯାଉଥିବା ଭାଇଭଉଣୀଙ୍କୁ ଟ୍ରକ ଧକ୍କା ଦେବାରୁ ଏହି ଅଭାବନୀୟ ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି । କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିବାରୁ ଯାତାୟାତ ପ୍ରଭାବିତ ହୋଇଛି।

Hot this week

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

Related Articles

Popular Categories