www.samajalive.in
Saturday, December 6, 2025
16.1 C
Bhubaneswar

ଓଲଟି ପଡିଲା ଓମଫେଡ୍ ମିନି ଟ୍ରକ୍‌

ପିପିଲି: ଭୁବନେଶ୍ବରରୁ ପୁରୀ ଅଭିମୁଖେ ଯାଉଥିବା ଏକ ଓମଫେଡ୍ କ୍ଷୀର ବୋଝେଇ ମିନି ଟ୍ରକ୍‌ ତେଇଶିପୁର୍ ନିକଟ ପୋଟଳ ଗ୍ରାମ୍ୟଛକ ଠାରେ ଶୁକ୍ରବାର ଅପରାହ୍ନ ୨.୩ ରେ ଭାରସାମ୍ୟ ହରାଇ ଜାତୀୟ ରାଜପଥ ଉପରେ ଓଲଟି ପଡିଥିଲା। ପରେ ଗାଡିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ପିପିଲିରୁ ଦମକଳ ବାହିନୀ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ସୌଭାଗ୍ୟବଶତଃ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories