www.samajalive.in
Sunday, December 7, 2025
26.1 C
Bhubaneswar

ପିକ୍ଅପ୍ ଓଲଟି ୪ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲାର ବିରୁଳିଗଡ଼-ଖଣ୍ଡ ଦେଉଳି ରାସ୍ତାରେ ଘଟିଛି ଏକ ବଡ଼ ଦୁର୍ଘଟଣା । ଏକ ପିକ୍ଅପ୍ ଭ୍ୟାନରେ ଗଞ୍ଜାମ ବ୍ଳକ ଡିହିଁଡି ଗାଁର  ୧୨ ଜଣ ଲୋକ ଯାଉଥିବା​‌ବେଳେ ଗାଡ଼ିଟି ରାସ୍ତାରେ ଓଲଟି ପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି ଓ ଅନ୍ୟ ୮ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ବୋଲି ଜଣାପଡିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories