www.samajalive.in
Sunday, December 14, 2025
26.1 C
Bhubaneswar

ବରଯାତ୍ରୀ ଗାଡି ଦୁର୍ଘଟଣାଗ୍ରସ୍ତ : ୬ ମୃତ, ୨ ଆହତ

ସମ୍ବଲପୁର :  ଶାସନ କେନାଲ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଛି । ଏଥିରେ ୨ ଆହତ ହୋଇଥିବା ବେଳେ ଜଣେ ନିଖୋଜ ଅଛନ୍ତି । ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାଗ୍ରସ୍ତ ଗାଡି ଚାଳକର ପତ୍ତା ମିଳୁନାହିଁ। ଝାରସୁଗୁଡାରୁ ସମ୍ବଲପୁରର ପରମାଣପୁରରେ ଏକ ବିବାହ ଭୋଜିରେ ଯୋଗଦେବାକୁ ଆସି ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ବରଯାତ୍ରୀ ଆସିଥିବା ଗାଡିଟି କେନାଲକୁ ଖସି ପଡିବାରୁଏହି ଅଘଟଣ ଘଟିଛି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories