www.samajalive.in
Tuesday, December 9, 2025
15.1 C
Bhubaneswar

ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ଟ୍ରକ୍

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ  ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ନୂଆପଡା ବ୍ରିଜ ନିକଟରେ ସୋମବାର ଗୋଟିଏ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ ଆଜି ଭୋରରୁ ବଲାଙ୍ଗିରରୁ କଟକ ଅଭିମୁଖେ ଯାଉଥିବା ବାଇଗଣ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ନୂଆପଡା ପୋଲ ନିକଟରେ ରାସ୍ତା ତଳକୁ ଖସି ପଡିଥିଲା। ଗାଡିରେ ଥିବା ଚାଳକ ଓ ଖଲାସୀ ଏକ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତୀ ଯାଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories