www.samajalive.in
Sunday, December 14, 2025
19.1 C
Bhubaneswar

ଡ଼ମ୍ପର ଧକ୍କାରେ ବ୍ୟବସାୟୀ ମୃତ

ରାଉରକେଲା: ପାନପୋଷ ଛକ ବାଲୁଘାଟ ନିକଟରେ ଏକ ଡ଼ମ୍ପର ଧକ୍କାରେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟବସାୟୀଙ୍କ ନାମ ଆନନ୍ଦ ଚନ୍ଦ୍ର(୫୫) । ବ୍ୟବସାୟୀ ଜଣଙ୍କ ସ୍ଥାନୀୟ ବାସିନ୍ଦା ବୋଲି ଜଣା ପଡ଼ିଛି । ସ୍ଥାନୀୟ ଲୋକମାନେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି । ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ସ୍ଥାନୀୟ ଲୋକଙ୍କୁ ବୁଝାସୁଝା କରୁଛି ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories