www.samajalive.in
Saturday, December 6, 2025
16.1 C
Bhubaneswar

ରାସ୍ତାରେ ପଡ଼ିଥିବା ବାଉଁଶ ଗଛ ଯୋଗୁଁ ଦୁର୍ଘଟଣା, ୨ ବାଇକ ଆରୋହୀ ଗୁରୁତର

ପାଟଣା : ପାଟଣା-କରଞ୍ଜିଆ ରାସ୍ତାର ହଳଦିବଟା ନିକଟରେ ରାସ୍ତାରେ ପଡ଼ିଯାଇଥିବା ଏକ ବାଉଁଶ ଗଛ ଉପରେ ଚଢ଼ି ଚକା ଖସିଯିବାରୁ ଗୋଟିଏ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ପାଟଣାରୁ କରଞ୍ଜିଆ ଯାଉଥିବା ଭରତ ଚନ୍ଦ୍ର ମହାନ୍ତ ଓ ଉମେଶ ଚନ୍ଦ୍ର ମହାନ୍ତ ଦୁର୍ଘଟଣାର ଶୀକାର ହୋଇଥିଲେ। ଘଟଣାସ୍ଥଳରୁ ସାହାରପଡ଼ା ଅଗ୍ନିଶମ ବିଭାଗ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories