www.samajalive.in
Monday, December 15, 2025
16.1 C
Bhubaneswar

ଓଲଟିଲା ବସ୍‌ : ୧୦ ଗୁରୁତର

ବଡ଼ଚଣା : ଯାଜପୁର ଜିଲା ବଡଚଣା ଥାନା ଅଧୀନସ୍ଥ ଗଣ୍ଠି ଛକଠାରେ ଓଭରବ୍ରିଜ୍‌ରୁ ଶନିବାର ରାତ୍ରି ପ୍ରାୟ ସାଢ଼େ ୧୦ଟାରେ ଭୁବନେଶ୍ବରରୁ ଯଶିପୁର ଯାଉଥିବା ଜୟଦୁର୍ଗା ନାମକ ବସ୍‌ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଥିଲା। ଏଥିରେ ଥିବା ୫୦ରୁ ଊର୍ଦ୍ଧ ଯାତ୍ରୀ ବସ୍‌ ଭିତରେ ଚାପି ହୋଇ ରହିଯାଇଥିଲେ। ନିକଟରେ ଥିବା ବଡ଼ଚଣା ଥାନା ପୁଲିସ ଓ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ବସ୍‌ ଭିତରୁ ଉଦ୍ଧାର କରି ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଯାତ୍ରୀମାନଙ୍କ ମଧ୍ୟରୁ ୧୦ଜଣ ଗୁରୁତର ଥିବାରୁ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories