www.samajalive.in
Sunday, December 14, 2025
19.1 C
Bhubaneswar

ଦୁର୍ଘଟଣାରେ ଜଣେ ମୃତ

ଗୁରୁଡିଝାଟିଆ : ଖୁଣ୍ଟୁଣୀ-ରାଜାଆଠଗଡ ରାସ୍ତାରେ ଦୁର୍ଘଟଣା ଘଟି ବୈରାଗୀ ଭୂୟାଁ (୬୦)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇଥିବା ମଟରସାଇକେଲକୁ ପୋଲିସ ଜବତ କରିଛି । ମୃତ ବୈରାଗୀର ଘର ରାଜାଆଠଗଡ ନିକଟସ୍ଥ ରାମ ନଗରରେ ବୋଲି ଜଣାପଡିଛି । ମୃତ ବୈରାଗୀର ପୁତ୍ର ଅକ୍ଷୟ ଖୁଣ୍ଟୁଣୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳା ମୃତ୍ୟୁକୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories