www.samajalive.in
Saturday, December 6, 2025
26.1 C
Bhubaneswar

କାନ୍ଥ ଭାଙ୍ଗି ଘରେ ପଶିଲା କାର ; ସାଇକେଲ ଆରୋହୀ ମୃତ

ଅନୁଗୋଳ : ଅନୁଗୋଳ ୧୪୯ ନଂ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ହୋଇଛି। ସୂଚନା ଅନୁସାରେ ଏକ କାର ସାଇକେଲକୁ ଧକ୍କା ଦେବା ପରେ କାନ୍ଥ ଭାଙ୍ଗି ଘର ଭିତରକୁ ପଶିଯାଇଥିଲା। ଘଟଣା ସ୍ଥଳରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକ ରାସ୍ତାରୋକ କରିଛନ୍ତି । ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ମଧ୍ୟ ଦେଖା ଦେଇଛି। ଜାତୀୟ ରାଜପଥ ୧୪୯ ନିକଟରେ, ଖମାର ଗ୍ରାମର ଟିକନ ଖିଲାର ସାଇକେଲରେ ଯାଉଥିବା ବେଳେ କାରଟି ସାଇକେଲକୁ ଧକ୍କା ଦେବା ସହ ଭାରସାମ୍ୟ ହରାଇ ଏକ ଘର ମଧ୍ୟକୁ ପସି ଯାଇଥିଲା। ଫଳରେ କାର ମଧ୍ୟରେ ଥିବା ସ୍ୱାମୀ ସ୍ତ୍ରୀ ଆହତ ହୋଇଛନ୍ତି । ଆହତ ମାନକୁ ଖମାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଖମାର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories