www.samajalive.in
Friday, December 12, 2025
16.1 C
Bhubaneswar

ଓଲଟିଲା ଲୁହାଗୁଣ୍ଡ ବୋଝେଇ ଟ୍ରକ ; ୩ ମୃତ, ୫ ଗୁରୁତର

ବାରାକୋଟ : ସୁନ୍ଦରଗଡ-ଦେବଗଡ ଜିଲା ସୀମାନ୍ତବର୍ତ୍ତୀ ବାରାକୋଟ ଥାନା ଅନ୍ତର୍ଗତ ଖୁଣ୍ଡୁଲିପାଣି ଗ୍ରାମରେ ଏକ ଦୁର୍ଘଟଣା ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଏକ ଲୁହା ବୋଝେଇ ଟ୍ରକ ଓଲଟି ୩ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ଜଣ ଗୁରୁତର ହୋଇଛି। ଆହତ ମାନଙ୍କୁ ନିକଟସ୍ଥ ବାରାକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାରାକୋଟ ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମର ଏକ ବାଦ୍ୟ ଦଳ ବଜାଇବାକୁ ଯାଇଥିଲେ। ରବିବାର ଏହି ବାଦ୍ୟ ଦଳ ଏକ ଲୁହା ବୋଝେଇ ଟ୍ରକରେ ଫେରୁଥିବା ସମୟରେ ଗାଡିଟି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories