www.samajalive.in
Friday, December 5, 2025
20.1 C
Bhubaneswar

ଦୁର୍ଘଟଣାରେ ନାବାଳକ ମୃତ

ବସ୍ତା : ବସ୍ତା ଥାନା ଅନ୍ତର୍ଗତ ସୋଲପଟା ଠାରେ ଅପରାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଟ୍ରକ ଧକ୍କାରେ ଦଶମ ଶ୍ରେଣୀ ଛାତ୍ର ରାଜପ୍ରକାଶ ପାତ୍ର(୧୫)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories