www.samajalive.in
Sunday, December 14, 2025
19.1 C
Bhubaneswar

ଭୂଷଣ ପ୍ଲାଣ୍ଟରରେ ଦୁର୍ଘଟଣା, ୬ ଶ୍ରମିକ ଆହତ

ସମ୍ବଲପୁର: ରେଙ୍ଗାଲି ଠେଲକୁଲି ଭୂଷଣ ପ୍ଲାଣ୍ଟରରେ ଦୁର୍ଘଟଣା ଘଟିଛି । ଏଥିରେ ୬ ଜଣ ଶ୍ରମିକ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଗରମ ବାଷ୍ପ ସଂସ୍ପର୍ଶରେ ଆସି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories