www.samajalive.in
Sunday, December 7, 2025
14.1 C
Bhubaneswar

ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ; ମୃତକଙ୍କ ଲାଗି ୩ ଲକ୍ଷ, ଆହତଙ୍କୁ ମାଗଣା ଚିକିତ୍ସା

ଡେସ୍କ :  ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଅନ୍ୟପକ୍ଷରେ ଦିଗପହଣ୍ଡି ଦୁର୍ଘଟଣାର ମୃତକଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଘୋଷଣା କରାଯାଇଛି । ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ପ୍ରଦାନ ନେଇ ଘୋଷଣା କରାଯାଇଛି । ସମସ୍ତ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ  ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories