www.samajalive.in
Saturday, December 6, 2025
16.1 C
Bhubaneswar

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ୨୦ରୁ ଊର୍ଦ୍ଧ୍ବ ଆହତ, ଅନେକ ଗୁରୁତର

ସମାଜ ଡିଜିଟାଲ ଡେସ୍କ: କଟକ ଜିଲା ଆଠଗଡ଼ ଥାନା ମୁଣ୍ଡଳୀ ରାସ୍ତାର ଛତାବର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ପ୍ରାୟ ୨୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଓ ଗୁରୁତରଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି ଆଠଗଡ଼ରୁ କଟକ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories