www.samajalive.in
Sunday, December 7, 2025
14.1 C
Bhubaneswar

ଅଜଣା ଗାଡି ଧକ୍କାରେ ଅଟୋ ଦୁର୍ଘଟଣାଗ୍ରସ୍ତ: ୮ ମୃତ

ପାଟନା: ବିହାରର ଲାଖିସରାୟିରେ ଅଜଣା ଗାଡି ଧକ୍କାରେ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୮ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ ଲଖିସରାୟି-ସିକନ୍ଦ୍ରାର ମୁଖ୍ୟ ରାସ୍ତାରେ ଏକ ଅଜଣା ଗାଡି ଅଟୋକୁ ଧକ୍କା ଦେଇଥିଲା। ଅଟୋଟିରେ ମୋଟ୍ ୧୫ ଜଣ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ୮ଜଣଙ୍କର ମୃତ୍ୟୁ ଘଟିଥିଲା।  ଅନ୍ୟ ୭ ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।  ପରେ ସ୍ଥାନୀୟ ଲୋକ ପୁଲିସ୍‌ କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories