ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା

ରାଜଗାଙ୍ଗପୁର: ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ଷ୍ଟକ ରଖାଯାଉଥିବା କୋଇଲା ହପ୍ପର ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। କୋଇଲା ହପ୍ପର ଭୁଶୁଡ଼ି ପଡ଼ିବାରୁ ୩ରୁ୪ ଶ୍ରମିକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାକୁ ନେଇ କାରଖାନା ବାହାରେ ଚାପା ଉତ୍ତେଜନା ଲାଗି ରହିଥିବା ଜଣାପଡ଼ିଛି।

kalyan agarbati

Comments are closed.