www.samajalive.in
Friday, December 12, 2025
14.1 C
Bhubaneswar

ଟାଟା ଷ୍ଟିଲ କାରଖାନାରେ ଦୁର୍ଘଟଣା, ୮ ଶ୍ରମିକ ଆହତ

ସମାଜ ଡିଜିଟାଲ ଡେସ୍କ: ଯାଜପୁର ଜିଲା କଳିଙ୍ଗନଗରରେ ଥିବା ଟାଟା ଷ୍ଟିଲ କାରଖାନାରେ ଅଘଟଣ ଘଟିଛି। ଶୁକ୍ରବାର କାରଖାନାର ଷ୍ଟିଲ ମେଲଟିଂ ସପ୍‌ରେ ବିସ୍ଫୋରଣ ଘଟିବାରୁ ୮ରୁ ଅଧିକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଟାଟା ଷ୍ଟିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ କିପରି ଏବଂ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ।

ଏହି ଦୁର୍ଘଟଣାରେ ୯ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଟାଟା ଷ୍ଟିଲ ମେଡିକାଲ ହସ୍ପିଟାଲକୁ ନିଆଯାଇଥିଲା ଏବଂ ସେମାନଙ୍କ ମଧ୍ୟରୁ ଜଣେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତରଖାନାରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

- Advertisement -

ଡାକ୍ତରୀ ଦଳ ଏବେ ଆହତ ବ୍ୟକ୍ତିମାନଙ୍କ ଚିକିତ୍ସା କରୁଛନ୍ତି ଏବଂ ସମସ୍ତେ ବର୍ତ୍ତମାନ ବିପଦମୁକ୍ତ ଅଛନ୍ତି ବୋଲି   ଡାକ୍ତର ପ୍ରକାଶ କରିଛନ୍ତି । ସେମାନଙ୍କୁ ଭଲ ଚିକିତ୍ସା ସୁବିଧା ପ୍ରଦାନ କରିବାକୁ   ପ୍ରତିଶ୍ରୁତିବଦ୍ଧ ଏବଂ ସେମାନଙ୍କର ଆଶୁ ଆରୋଗ୍ୟ ସୁନିଶ୍ଚିତ କରିବା ପାଇଁ ସମସ୍ତ ଆବଶ୍ୟକ ପ୍ରୟାସ କରାଯାଉଛି ବୋଲି ଟାଟା ପକ୍ଷରୁ କୁହାଯାଇଛି ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories