www.samajalive.in
Sunday, December 7, 2025
14.1 C
Bhubaneswar

୬୦ଫୁଟ ତଳକୁ ଖସିଲା ବୋଲେରୋ

କୋରାପୁଟ : ପାଡର ଘାଟିରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମେଡିକାଲରେ। ଆଜି ସକାଳୁ ୩୦ଜଣ ଶ୍ରମିକଙ୍କୁ ନେଇ ଏକ ବୋଲେରୋ ପାଡର ଘାଟିରେ ଯାଉଥିବା ବେଳେ ୬୦ଫୁଟ ତଳକୁ ଖସିଲାପଡିଥିଲା ବୋଲେରୋ। ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଆହତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories