www.samajalive.in
Sunday, December 7, 2025
23.1 C
Bhubaneswar

ବାଇକ ଧକ୍କାରେ ବାଟୋଇଙ୍କ ସହ ଚାଳକ ଗୁରୁତର

ପାଟଣା : ଆଜି ପାଟଣା – କେନ୍ଦେଇପଶି ରାସ୍ତା ର ପୁଟୁଳିଆ ପେଟ୍ରୋଲ ପମ୍ପ ନିକଟରେ ସାନ ଜାମୁପଶି ଗ୍ରାମକୁ ଚାଲିଚାଲି ଯାଉଥିବା ଶମ୍ଭୁନାଥ ପାତ୍ର ଙ୍କୁ ଏକ ବାଇକ୍ ଧକ୍କା ଦେବାରୁ ସେ ଗୁରୁତର ହେବା ସହ ବାଇକ୍ ରୁ ପଡି ବାଡୁଡିଘେରା ଗ୍ରାମର ରଞ୍ଜିତ ମୁଣ୍ଡା ମଧ୍ୟ ଗୁରୁତର ହୋଇଛନ୍ତି । ଖବର ପାଇ ପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗୁରୁତର ଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଛନ୍ତି । ଉଭୟଙ୍କ ଅବସ୍ଥା ଗୁରୁତର ରହିଥିଲା ବୋଲି ସୂଚନା ମିଳିଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories