www.samajalive.in
Saturday, December 13, 2025
26.1 C
Bhubaneswar

ଗୋଟିଏ ପରିବାରକୁ ନେଇ ଯାଉଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ

ପାରାଦ୍ୱୀପ: କଟକ-ପାରାଦୀପ ରାସ୍ତାର ଖଣ୍ଡତରି ନିକଟରେ ବୁଧବାର ଏକ ସଡକ ଦୁର୍ଘଟଣା ଘଟିଛି। ଗୋଟିଏ ପରିବାରକୁ ନେଇ ଯାଉଥିବା ବୋଲେରୋ ଛିଡା ହୋଇଥିବା ଟ୍ରେଲର ସହ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହେବା ସହ ଅନ୍ୟ ୪ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ୮ ବର୍ଷର ଶିଶୁ ପୁତ୍ର ବୋଲି ଜଣାପଡିଥିବା ବେଳେ ଗୁରୁତର ୪ ଜଣଙ୍କର ମଧ୍ୟରେ ପରିବାରର ୩ ସଦସ୍ୟ ଓ ଚାଳକ ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories