www.samajalive.in
Thursday, December 11, 2025
15.1 C
Bhubaneswar

ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଲା କାର

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁର ଜିଲା ନାକଟିଦେଉଳ ତହସିଲଦାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ସକାଳେ ତହସିଲଦାର ସରକାରୀ ଗାଡ଼ିରେ ସମ୍ବଲପୁର ଯାଉଥିବାବେଳେ ଦେହୁରୀ ସାହି ଛକରେ ଏହି ଦୁର୍ଘଟଣା ଘଟିଛି। ତହସିଲଦାରଙ୍କ ଗାଡ଼ିକୁ ଅନ୍ୟ ଏକ କାର ଧକ୍କା ଦେଇଥିଲା। ତେବେ  ଦୁର୍ଘଟଣାରେ ତହସିଲଦାର ସୁରକ୍ଷିତ ଥିବା ସୂଚନା ମିଳିଛି। ଘଟଣା ପରେ ଅନ୍ୟ ଏକ ଗାଡ଼ିରେ ତହସିଲଦାର ସମ୍ବଲପୁର ଗସ୍ତ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories