www.samajalive.in
Wednesday, December 10, 2025
18.1 C
Bhubaneswar

ଟ୍ରକ୍ ଧକ୍କାରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ

ରେଢାଖୋଲ: ଆଜି ପୂର୍ବାହ୍ନରେ ସହର ଉପକଣ୍ଠସ୍ଥ ଦଳଖମଣ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ଟ୍ରକ୍ ଧକ୍କାରେ ଜଣେ ଶିକ୍ଷୟିତ୍ରୀ ପ୍ରାଣ ହରାଇଛନ୍ତି । ଲୁହାପଙ୍କ ଉନ୍ନତ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଜୟନ୍ତୀ ପ୍ରଧାନଙ୍କ(୫୫) ମୃତ୍ୟୁ ଘଟିଛି । ସେ ଏକ ବାଇକ୍ ରେ ସ୍କୁଲ ଯାଉଥିଲେ । ପେଟ୍ରୋଲ ପମ୍ପରୁ ତେଲ ପକାଇବା ରାସ୍ତାକୁ ବାହାରୁଥିବା ବେଳେ ସମ୍ବଲପୁରରୁ ଅନୁଗୁଳ ଅଭିମୁଖେ ଯାଉଥିବା ବେଳେ ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଶିକ୍ଷୟିତ୍ରୀ ଜୟନ୍ତୀ ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories