www.samajalive.in
Wednesday, December 10, 2025
15.1 C
Bhubaneswar

ନାବାଳିକା ଛାତ୍ରୀଙ୍କୁ କାରରେ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ

ସମାଜ ଡିଜିଟାଲ ଡେସ୍କ: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ଜଣକ ହେଉଛି ଦାରିଙ୍ଗବାଡ଼ି ଥାନା ବୁର୍ଜୁବାଡ଼ି ଗ୍ରାମର ପ୍ରଶାନ୍ତ ପ୍ରଧାନ। ପୁଲିସ ଅଭିଯୁକ୍ତକୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି।

ସୂଚନା ଅନୁସାରେ, ପୀଡ଼ିତା ନାବାଳିକା ଜଣକ ନବମ ଶ୍ରେଣୀରେ ପଢ଼ନ୍ତି। ସେ ଗଣେଶ ପୂଜା ଭସାଣି ଦେଖିବା ପାଇଁ ନିଜ ଭଉଣୀ ଘରକୁ ଆସିଥିଲେ। ୫ ତାରିଖ ଦିନ ନାବାଳିକା ଜଣକ ବାହାରକୁ ଆସିଥିବାବେଳେ ଅଭିଯୁକ୍ତ ପ୍ରଶାନ୍ତ ତାଙ୍କୁ କାରରେ ଉଠାଇ ନେଇ ଦୁଷ୍କର୍ମ କରିବା ପରେ ଫେରାର ହୋଇଯାଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories