www.samajalive.in
Saturday, December 6, 2025
17.1 C
Bhubaneswar

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବଢିଲା ତତ୍‌କାଳୀନ ଡିଏଫ୍‌ଓଙ୍କ ଅଡୁଆ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପୁଣି ବଢିଲା ତତକାଳୀନ ଡିଏଫଓ ସଂଗ୍ରାମ ବେହେରାଙ୍କ ଅଡୁଆ । ତତକାଳନୀନ ଡିଏଫ୍‌ଓଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ରୋଷେୟା ମନ୍ମଥ କୁମ୍ଭଙ୍କର ମଧ୍ୟ ଆଗୁଆ ଜାମିନ ଆବେଦନ ଖାରଜ ହୋଇଛି । ଉଭୟଙ୍କୁ ତଳ କୋର୍ଟରେ ଜାମିନ ଆବେଦନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ୨୦୨୧ ଜୁଲାଇ ୧୨ରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୌମ୍ୟରଞ୍ଜନ ଉଦ୍ଧାର ହୋଇଥିଲେ । ପରବର୍ତ୍ତୀ ଅବସ୍ଥାରେ ଚିକିତ୍ସାଧୀନ ବେଳେ ତାଙ୍କର ମୃତ୍ୟୁ ହୋଇଥିଲା । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ନାଁରେ ମାମଲା ରୁଜୁ ହୋଇଥିବା ବେଳେ ତାହା ଏବେ ବିଚାରଧୀନ ରହିଛି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories