www.samajalive.in
Monday, December 8, 2025
27.1 C
Bhubaneswar

ରାମ ମନ୍ଦିର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ପରଲୋକ

ଲକ୍ଷ୍ନୌ: ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ପରଲୋକ ଘଟିଛି। ବୁଧବାର ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ସକାଳ ପ୍ରାୟ ୭ଟା ସମୟରେ ଲକ୍ଷ୍ନୌସ୍ଥିତ ଡାକ୍ତଖାନାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଏସଜିପିଜିଆଇ ହସ୍ପିଟାଲ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଫେବୃଆରୀ ୩ ତାରିଖରେ ତାଙ୍କୁ ଏସଜିପିଜିଆଇରେ ଭର୍ତ୍ତି କରାଯାଇଥିଲା।

ପିଜିଆଇ ନିର୍ଦେଶକ ଡାକ୍ତର ଆରକେ ଧୀମାନଙ୍କ ମୁତାବକ, ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତାଙ୍କର ଚିକିତ୍ସା ଚାଲିଥିଲା। ବ୍ରେନ୍‌ ଷ୍ଟ୍ରୋକ୍‌ ବ୍ୟତୀତ ସତ୍ୟେନ୍ଦ୍ର ଦାସ ଏକାଧିକ ରୋଗରେ ପୀଡ଼ିତ ଥିଲେ। ଶତଚେଷ୍ଟା ସତ୍ବେ ତାଙ୍କ ଜୀବନ ରକ୍ଷା ହୋଇପାରିନଥିବା ନିର୍ଦେଶକ ଧୀମାନ କହିଛନ୍ତି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories