www.samajalive.in
Saturday, December 6, 2025
23.1 C
Bhubaneswar

ବାୟୁସେନାର ଆଉ ଏକ ମାଇଲଷ୍ଟୋନ୍‌‌: ସମୁଦ୍ରରେ ଅବତରଣ କଲା ସି-୧୩୦ଜେ ଏୟାରକ୍ରାଫ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାକୁ ମିଳିଛି ଆଉ ଏକ ବଡ ସଫଳତା। ନାଇଟ୍‌‌ ଭିଜନ୍‌‌ ଗଗଲ୍ସ ଜରିଆରେ ରାତିରେ ଇଷ୍ଟର୍ଣ୍ଣ ସେକ୍ଟରରେ ସଫଳ ଭାବେ ଅବତରଣ କରିଛି ଭାରତୀୟ ବାୟୁସେନାର ସି-୧୩୦ଜେ ଏୟାରକ୍ରାଫ୍ଟ। ଅବତରଣ ବେଳର ଦୁଇଟି ଭିଡ଼ିଓକୁ ରେକର୍ଡ କରାଯାଇ ଭାରତୀୟ ବାୟୁସେନାର ସୋସିଆଲ ମିଡ଼ିଆ ଏକ୍ସ ଆକାଉଣ୍ଟରେ ସେୟାର କରାଯାଇଛି। ଦେଶର ସାର୍ବଭୌମତ୍ୱର ରକ୍ଷା ପାଇଁ ଭାରତୀୟ ବାୟୁସେନା ସବୁବେଳେ ପ୍ରସ୍ତୁତ ରହିଛି। ଏହାକୁ ଆଉ ପାଦେ ଆଗକୁ ନେବା ସହିତ ଭାରତକୁ ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲାରେ ସହାୟକ ହେବ ବୋଲି ବାୟୁସେନା ପକ୍ଷରୁ କୁହାଯାଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories