www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରେମ ବ୍ୟାପାରକୁ ନେଇ ଏସିଡ ମାଡ ଅଭିଯୋଗ

କଟକ : କଟକ ଜିଲା ଜଗତପୁର ଅନ୍ତର୍ଗତ ଶିକାରୀପୁରର ବାରିକସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି।  ଜଣେ ଯୁବତୀ ଯୁବକଙ୍କ ଉପରକୁ ଏସିଡ଼ ଫୋପାଡ଼ିଛିନ୍ତି।

ସୂଚନା ଅନୁଯାୟୀ, ଯୁବତୀ ଜଣଙ୍କ ପ୍ରେମ ବ୍ୟାପାରକୁ ନେଇ ଆକ୍ରମଣ କରିଥିବା ଜଣାପଡ଼ିଛି। ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ  କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏସିଡ ଫୋପାଡିଥିବା ଯୁବତୀଙ୍କୁ ଜଗତପୁର ଥାନାରେ ଅଟକ ରଖଯାଇଛି ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories