www.samajalive.in
Sunday, December 7, 2025
15.1 C
Bhubaneswar

ଶୋଇଥିବାବେଳେ ବାପା-ପୁଅଙ୍କୁ ଏସିଡ ମାଡ଼

ସମାଜ ଡିଜିଟାଲ ଡେସ୍କ: ଘର ବାରଣ୍ଡାରେ ଶୋଇଥିବାବେଳେ ବାପା-ପୁଅଙ୍କୁ ଏସିଡ ମାଡ଼ କରାଯାଇଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବୁଡ଼ାକୁନ୍ଦେଲ ଗ୍ରାମରେ ଶୁକ୍ରବାର ଏହି ଜଘନ୍ୟ ଘଟଣା ଘଟିଛି। ଗ୍ରାମର ଜଣେ ବ୍ୟକ୍ତି ଏବଂ ତାଙ୍କ ପୁଅ ଘର ବାରଣ୍ଡାରେ ଶୋଇଥିଲେ। କେହି ଦୁର୍ବୃତ୍ତ ଆସି ଉଭୟଙ୍କ ଉପରକୁ ଏସିଡ ମାଡ଼ କରି ଫେରାର ହୋଇଯାଇଛି। ପରିବାରବର୍ଗ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ବାଲିଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସେମାନଙ୍କୁ କାହିଁକି ଏସିଡ ମାଡ଼ କରାଯାଇଛି ତାହାର କାରଣ ଜଣାପଡ଼ି ନାହିଁ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories