www.samajalive.in
Saturday, December 6, 2025
19.1 C
Bhubaneswar

ଚାରି ବର୍ଷରେ ୩୮୬ ଏସିଡ୍‍ ଫିଙ୍ଗା ମାମଲା, ୬୨ ଦୋଷୀ ସାବ୍ୟସ୍ତ

ଡେସ୍କ: ଅନେକ ପଦକ୍ଷେପ ସତ୍ୱେ ଦେଶରେ ମହିଳାଙ୍କ ଉପରେ ଆକ୍ରମଣ ଆଖିଦୃଶିଆ ଭାବେ ହ୍ରାସ ପାଇନଥିବା ଜଣାପଡିଛି। ଲୋକସଭାରେ ଏ ନେଇ ସୂଚନା ଦେଇଛନ୍ତି ସ୍ୱରାଷ୍ଟ୍ର ବିଭାଗ ରାଷ୍ଟ୍ରମନ୍ତ୍ରୀ ଅଜୟ କୁମାର ମିଶ୍ରା ସେ ଏକ ଲିଖିତ ଉତ୍ତରରେ କହିଛନ୍ତି, ୨୦୧୮ରୁ ୨୦୨୨ ମଧ୍ୟରେ ଦେଶରେ ମହିଳାମାନଙ୍କ ଉପରେ ୩୮୬ଟି ଏସିଡ୍‍ ଫିଙ୍ଗା ମାମଲା ଋଜୁ ହୋଇଛି।

ଶ୍ରୀ ମିଶ୍ର କହିଛନ୍ତି, ସେହି ମାମଲାଗୁଡ଼ିକରେ ୬୨ଟି ଜଣ ବ୍ୟକ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ କହିଛନ୍ତି ଏ ସମ୍ବନ୍ଧୀୟ ନିୟମର ସମୀକ୍ଷା କରି ଏସିଡ୍‍ ଓ ରାସାୟନିକ ପଦାର୍ଥର ବିକ୍ରୟ ଯେଭଳି ନିୟନ୍ତ୍ରିତ ହୋଇପାରିବ ତାହା ନିଶ୍ଚିତ କରିବାକୁ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଜାରି କରିଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories