ଦେବଗଡ଼ : ଦେବଗଡ଼-କୁଚିଣ୍ଡା ୫୩ ନମ୍ବର ଜାତୀୟ ରାଜପଥ କରଡ଼ାପାଳ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ବୁଧବାର ଜଣାପଡିଛି। ଟ୍ରକକୁ ଏକ ବାଇକ ପଛରୁ ପିଟିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ସେମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।
Popular Categories



