www.samajalive.in
Monday, December 15, 2025
26.1 C
Bhubaneswar

ଓଟିଇଟି ପରୀକ୍ଷା ବାତିଲ୍‍ ଘଟଣା, ୬ଅଧିକାରୀଙ୍କ ବଦଳି

ସମାଜ ଡିଜିଟାଲ ଡେସ୍କ: ସ୍ୱତନ୍ତ୍ର ଓଟିଇଟି ବାତିଲ୍‍ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ଅଧିକାରୀଙ୍କୁ ବଦଳି କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହୋଇଛନ୍ତି ୬ଅଧିକାରୀ । ଜୁଲାଇ ୨୦ତାରିଖରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷାର କିଛି ଘଣ୍ଟା ପୂର୍ବରୁ ହିଁ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଯାହା ଫଳରେ ବାଧ୍ୟ ହୋଇ ରାତି ଅଧରେ ପରୀକ୍ଷାକୁ ସ୍ଥଗିତ ରଖାଯିବା ନେଇ ବୋର୍ଡ ପକ୍ଷରୁ ନୋଟିସ୍‍ ଜାରି କରାଯାଇଥିଲା । ପ୍ରାୟ ୭୫ହଜାର ପରୀକ୍ଷାର୍ଥୀ ନିରାଶ ହୋଇ ଫେରିଥିଲେ ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories