www.samajalive.in
Saturday, December 6, 2025
14.1 C
Bhubaneswar

ବିଜେଡିରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ମିଶିଛନ୍ତି ଅଭିନେତା ରୁଦ୍ର ପାଣିଗ୍ରାହୀ। ବିଜେଡିକୁ ତାଙ୍କୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି ରୁଦ୍ର। ଓଡ଼ିଶାକୁ ସଶକ୍ତ ଓ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନେକ କାମ କରୁଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଯୁବବର୍ଗଙ୍କ ଉପରେ ଫୋକସ ଦେଉଛନ୍ତି ବୋଲି ରୁଦ୍ର କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories