www.samajalive.in
Saturday, December 6, 2025
26.1 C
Bhubaneswar

ଆରପାରିରେ ବରିଷ୍ଠ ଅଭିନେତା ସଚ୍ଚି ଦାସ

ଭୁବନେଶ୍ଵର: ବରିଷ୍ଠ ଓଡ଼ିଆ ଅଭିନେତା ତଥା ନିର୍ଦେଶକ ସଚ୍ଚି ଦାସ(୮୮)ଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବାବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବା ପରେ ରାଜ୍ୟ କଳାକାର ମହଲରେ ଶୋକର ଛାୟା ଖେଳିଯାଇଛି।

- Advertisement -

ସଚ୍ଚି ଦାସ ଅନେକ ଚଳଚ୍ଚିତ୍ର, ମେଗା ଧାରାବାହିକ ଓ ମଞ୍ଚରେ ଅଭିନୟ କରିବା ସହିତ ଜଣେ ନିର୍ଦ୍ଦେଶକ ଭାବେ ମଧ୍ୟ ବେଶ୍‌ ସୁନାମ ଅର୍ଜନ କରିଥିଲେ। ବିଶେଷ କରି ଯାତ୍ରା ଜଗତରେ ଜଣେ ସଫଳ ନିର୍ଦେଶକ ଭାବେ ସେ ଖୁବ୍‌ ଲୋକପ୍ରିୟତା ହାସଲ କରିଛନ୍ତି।

 

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories