www.samajalive.in
Monday, December 8, 2025
13.1 C
Bhubaneswar

ଅଭିନେତ୍ରୀ କସ୍ତୁରୀ ଶଙ୍କର ଗିରଫ

ଚେନ୍ନଇ: ତାମିଲନାଡୁରେ ବାସ କରୁଥିବା ତେଲୁଗୁ ଭାଷାଭାଷୀ ଲୋକଙ୍କ ବି​ରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ସ୍ଥାନୀୟ ପୁଲିସ ଦକ୍ଷିଣ ଭାରତୀୟ ଅଭିନେତ୍ରୀ କସ୍ତୁରୀ ଶଙ୍କରଙ୍କୁ ଶନିବାର ଗିରଫ କରିଛି। ନିକଟରେ ‘ହିନ୍ଦୁ ମକ୍କଲ କାଟ୍‌ଚି’ ସଂଗଠନ ତରଫରୁ ଆୟୋଜିତ ଉତ୍ସବରେ ଯୋଗଦେଇଥିବାବେଳେ କସ୍ତୁରୀ ଏଭଳି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ ମାଡ୍ରାସ ହାଇକୋର୍ଟ ପୂର୍ବରୁ କସ୍ତୁରୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିସାରିଛନ୍ତି। ବିବାଦୀୟ ବୟାନ ପରେ କସ୍ତୁରୀଙ୍କୁ ଏକାଧିକ ଧମକ ମିଳିଥିଲା। କସ୍ତୁରୀ ତେଲୁଗୁ, ତାମିଲ, କନ୍ନଡ ଓ ମାଲାୟାଲମ ଭାଷାରେ ୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories