www.samajalive.in
Monday, December 15, 2025
14.1 C
Bhubaneswar

ଆସନ୍ତାକାଲି ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’; ୩ ଘଣ୍ଟା ପାଇଁ ବନ୍ଦ ସର୍ବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲିି ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଯଥାବିଧି ସମ୍ପନ୍ନ ହେବ। ପାରମ୍ପରିକ ରୀତିନୀତି ଅନୁଯାୟୀ ହେରାପଞ୍ଚମୀ ନୀତି ପୂର୍ବ ଦିନ ଶ୍ରୀବିଗ୍ରହମାନଙ୍କର ବନକ ଲାଗି ନୀତି କରାଯିବାର ବିଧି ରହିଛି ।

ତେଣୁ ଆସନ୍ତାକାଲି ସୋମବାର ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜୀଉଙ୍କ ସର୍ବ ସାଧାରଣ ଦର୍ଶନ ପ୍ରାୟ ୩ ଘଣ୍ଟା ପାଇଁ ବନ୍ଦ ରହିବ।

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories