www.samajalive.in
Monday, December 15, 2025
27.1 C
Bhubaneswar

ଗ୍ରୀଷ୍ମଛୁଟିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ ଶିକ୍ଷା

ଭୁବନେଶ୍ୱର: ଗ୍ରାମାଞ୍ଚଳ ଓ ଛୋଟ ସହରର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସିବିଏସ୍‌ଇ ଢାଞ୍ଚାରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିନବ ଅଭିଳାଷ କ୍ରମେ ବ୍ଲକ୍‌ସ୍ତରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକ ପ୍ରତିଷ୍ଠା କରାଯାଇଛି।

ଗ୍ରୀଷ୍ମ ଛୁଟିକୁ ଦୃଷ୍ଟିରେ ରଖି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଶୈକ୍ଷିକ କାର୍ଯ୍ୟକଳାପ ଜାରି ରଖିବା ପାଇଁ ଅନ୍‌ଲାଇନ୍‌ ମାଧ୍ୟମରେ ଶିକ୍ଷା ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇ। ଏହା ପୂର୍ବାହ୍ନ ସମୟରେ ଅନୁଷ୍ଠିତ ହେବ ଓ ସେଥିପାଇଁ ଅନ୍‌ଲାଇନ୍‌ ପ୍ରତିକାରମୂଳକ ଶିକ୍ଷାଦାନ ସାରଣୀ ପ୍ରସ୍ତୁତ କରାଯିବ। ଏ ସଂକ୍ରାନ୍ତରେ ଏକ ବିସ୍ତୃତ ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇ ସମସ୍ତ ବିଦ୍ୟାଳୟକୁ ପ୍ରେରଣ କରାଯାଇଛି।

- Advertisement -

ସେହିପରି ଜେଇଇ, ନିଟ୍‌ ଓ ପ୍ରତିରକ୍ଷା ପରୀକ୍ଷା ଭଳି ବିଭିନ୍ନ ଜାତୀୟସ୍ତରୀୟ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଆଇକନିକ୍‌ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀର ମେଧାବୀ ଛାତ୍ରଛାତ୍ରୀଙ୍କୁ ଅନ୍‌ଲାଇନ୍‌ କୋଚିଂ ଯୋଗାଇ ଦିଆଯାଉଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories