www.samajalive.in
Sunday, December 14, 2025
26.1 C
Bhubaneswar

ବିଧାନସଭାରେ ୧୭,୪୪୦ କୋଟିର ଅତିରିକ୍ତ ବଜେଟ ଆଗତ

ସମାଜଲାଇଭ ଡେସ୍କ: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ। ବଜେଟ ଆଗତ ହେବା ପରେ ଗୃହକୁ ଶନିବାର ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରାଯାଇଥିଲା। ଏହି ଅତିରିକ୍ତ ବଜେଟ ମାଧ୍ୟମରେ ରାଜ୍ୟର ଶିକ୍ଷା, କୃଷି, ସ୍ଵାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶମୂଳକ କାର୍ଯ୍ୟ  କରାଯିବ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories