www.samajalive.in
Monday, December 8, 2025
27.1 C
Bhubaneswar

ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଗୁରୁବାର ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମ ମାର୍ଣ୍ଡିଙ୍କୁ ଏହି ଦାୟିତ୍ୱ ମିଳିଛି।ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି।
ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories