www.samajalive.in
Saturday, December 6, 2025
19.1 C
Bhubaneswar

ସାଇକୋ ଲେଡି ମୋ ପୁଅକୁ ମାରିଛି : ଆଦିତ୍ୟଙ୍କ ମା’

ଭୁବନେଶ୍ବର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏକ ବଡ଼ ଖବର ସମ୍ନାକୁ ଆସିଛି। ଦିର୍ଘ ଦିନ ବ୍ୟବଧାନରେ ଆଦିତ୍ୟଙ୍କ ମୃତ୍ୟୁକୁ ନେଇ ତାଙ୍କ ବାପାଙ୍କ ପରେ ଆଜି ଆଦିତ୍ୟଙ୍କ ମା’ ମୁହଁ ଖୋଲିଛନ୍ତି। ପୁଅର ମୃତ୍ୟୁ ପଛରେ ସେହି ସାଇକୋ ଲେଡିର ହାତ ଥାଇପାରେ ବୋଲି ତାଙ୍କ ମା’ ଆଜି ଗଣାମାଧ୍ୟମ ସାମ୍ନାରେ ମୁହଁ ଖୋଲିଛନ୍ତି।

ଆଦିତ୍ୟଙ୍କ ମା’ କହିଛନ୍ତି ଯେ, ତାଙ୍କ ପୁଅର ମୃତ୍ୟୁ ପଛରେ ସେହି ସାଇକୋ ଲେଡିର ହାତ ରହିଛି। ମୋ ପୁଅକୁ ସେହି ସାଇକୋ ଲେଡି ମାରିଛି ବୋଲି ଆଦିତ୍ୟଙ୍କ ମା’ ଅଭିଯୋଗ କରିଛନ୍ତି। କାରଣ ସେ ସାଇକୋ ଲେଡି ଜଣଙ୍କ ତାଙ୍କ ପୁଅକୁ ଏକତରଫା ପ୍ରେମ କରୁଥିଲେ ଏବଂ ବିବାହ କରିବାକୁ ଚାହୁଁଥିଲା। କିନ୍ତୁ ଆଦିତ୍ୟ ତାଙ୍କୁ ପସନ୍ଦ କରୁନଥିବା କାରଣରୁ ସେ ତାଙ୍କୁ ବ୍ଲାକମେଲିଂ କରୁଥିବା ତାଙ୍କ ମା’ ଅଭିଯୋଗ କରିଛନ୍ତି।

- Advertisement -

ଉଲ୍ଲେଖ ଯୋଗ୍ୟ, କିଛି ଦିନ ପୂର୍ବେ ଆଦିତ୍ୟଙ୍କ ବାପା ମଧ୍ୟ ତାଙ୍କ ପୁଅର ମୃତ୍ୟୁ ପଛରେ ଜଣେ ସାଇକୋ ଲେଡିର ହାତ ଥାଇପାରେ ବୋଲି କହିଥିଲେ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories