www.samajalive.in
Sunday, December 7, 2025
16.1 C
Bhubaneswar

୪ର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ ଏଲ-୧

ନୂଆଦିଲ୍ଲୀ : ଭାରତର ପ୍ରଥମ ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-୧କୁ ଆଉ ଏକ ସଫଳତା ମିଳିଛି ।  ଆଦିତ୍ୟ ଏଲ-୧, ୪ର୍ଥ କକ୍ଷପଥ ପରିବର୍ତ୍ତନ କରିଛି । ବିଳମ୍ବିତ ରାତିରେ ପ୍ରକ୍ରିୟା ସଫଳ ହୋଇଥିବା ଭାରତୀୟ ମହାକାଶ ଗବେଷଣା ସଂସ୍ଥା- ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଆଦିତ୍ୟ ଏଲ-୧ ମହାକାଶଯାନ ଚତୁର୍ଥ ‘ଆର୍ଥ ବାଉଣ୍ଡ୍‌ ମନିଭର୍‌’ ସଫଳତାର ସହ ସମାପ୍ତ କରିଛି ।  ଇସ୍ରୋ ପକ୍ଷରୁ ମରିସସ୍, ବେଙ୍ଗାଲୁରୁ ଓ ପୋର୍ଟବ୍ଲେୟାରରୁ ଏହି ପ୍ରକ୍ରିୟାକୁ ନିରୀକ୍ଷଣ କରାଯାଇଥିଲା।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories