www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ଠାରୁ +୩ର ସ୍ପଟ ଆଡ଼ମିଶନ

ଭୁବନେଶ୍ୱର : ଶୁକ୍ରବାର ଠାରୁ +୩ର ସ୍ପଟ ଆଡ଼ମିଶନ (ନାମଲେଖା) ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ଆଜି ଓ ଆସନ୍ତାକାଲି ନାମ ଲେଖାଇବା ପାଇଁ ପଞ୍ଜୀକରଣ କରିପାରିବେ। ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଚୟନ ତାଲିକାରେ ଥିବା ଛାତ୍ରଛାତ୍ରୀ ଅନ୍‍ଲାଇନରେ ଟଙ୍କା ଦାଖଲ କରିବେ। ୨୩ ତାରିଖରେ ନାମଲେଖା ହେବା ସହ ଆସନ୍ତା ୨୪ ତାରିଖରୁ ପାଠପଢା ଆରମ୍ଭ ହେବ। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories