www.samajalive.in
Thursday, December 11, 2025
14.1 C
Bhubaneswar

କଟକରେ ନକଲି ସର୍ଫ କମ୍ପାନୀ ଠାବ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ନକଲି ସାମଗ୍ରୀ କାରଖାନା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଛତୁ ଫୁଟିଲା ଭଳି ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବଜାରରେ ଉପଲବ୍ଧ ହେଉଛି। ନକଲି ଇଞ୍ଜିନ ଅଏଲ, ନକଲି ମଦ ପରେ ଶୁକ୍ରବାର କଟକରେ ଏକ ନକଲି ସର୍ଫ କାରଖାନା ଠାବ ହୋଇଛି। ଏଠାରେ ଭେଜାଲ ସର୍ଫ ତିଆରି ହୋଇ ଆକର୍ଷଣୀୟ ପ୍ୟାକେଜିଂ କରାଯାଇ ବଜାରକୁ ଛଡ଼ାଯାଉଥିଲା। ବିଶେଷ ସୂତ୍ରରୁ ଖବର ପାଇ କଟକ ପୁଲିସ ଏବଂ ସ୍ପେଶାଲ ସ୍କ୍ବାଡ୍‌ ଜଗତପୁର ଶିଳ୍କପାଞ୍ଚଳର ଅଣ୍ଢେଇ ସାହିରେ ଚଢ଼ାଉ କରି ଏହି କାରଖାନାକୁ ଠାବ କରିଛି। ସେଠାରୁ ନକଲି ସର୍ଫ ପ୍ରସ୍ତୁତିରେ ବ୍ୟବହାର ହେଉଥିବା ସାମଗ୍ରୀ ଜବତ ହୋଇଥିବା ଜଣାପଡ଼ିଛି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories