www.samajalive.in
Saturday, December 6, 2025
26.1 C
Bhubaneswar

ବାତ୍ୟା, ବନ୍ୟା ଆସିଲେ ଆଗୁଆ ସତର୍କ ସୂଚନା ମିଳିବ: କଟକ-ଭୁବନେଶ୍ୱରରେ ଲାଗିବ ରାଡାର

ଭୁବନେଶ୍ୱର: ପ୍ରାକୃତିକ ବିପର୍ଯ୍ୟୟ ଯେପରିକି ବନ୍ୟା, ବାତ୍ୟା ଆସିଲେ ଆଗୁଆ ଜନସାଧାରଣଙ୍କ ସତର୍କ କରାଯିବ। ଏଥିପାଇଁ କଟକ-ଭୁବନେଶ୍ୱରରେ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର। ୨୦୨୫ ସୁଦ୍ଧା ଆଡଭାନ୍ସ ଫ୍ଲଡ ୱାର୍ଣ୍ଣିଙ୍ଗ ସିଷ୍ଟମ୍‍ କଟକ ଓ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେବ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେହିପରି ଚଳିତ ବର୍ଷ ଶେଷ ସୁଦ୍ଧା ବାଲେଶ୍ୱର ଓ ସମ୍ବଲପୁରରେ ଡଫ୍ଲର ରାଡାର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ସମ୍ବଲପୁରରେ ସମସ୍ତ ଉପକରଣ ପହଂଚିସାରିଛି। ଓଡ଼ିଶା ସବୁବେଳେ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରିଥାଏ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories