www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ମେଡିକାଲରେ ଆଡଭାନୀ

ନୂଆଦିଲ୍ଲୀ : ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ପୁଣି ଥରେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ତୁରନ୍ତ ମଥୁରା ରୋଡ୍ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଜରୁରିକାଳୀନ ବିଭାଗରେ ଚିକିତ୍ସା ପାଇଁ ଆଡମିଟ୍ କରାଯାଇଛି । କିଛି ଦିନ ତଳେ ତାଙ୍କୁ ଦିଲ୍ଲୀ ଏମ୍ସରେ ଆଡମିଟ୍ କରାଯାଇଥିଲା । ୨୭ ଜୁନରେ ସୁସ୍ଥ ହେବା ପରେ ସେ ଘରକୁ ପ୍ରତ୍ୟାବର୍ତ୍ତନ କରିଥିଲେ । ଆଜି ସନ୍ଧ୍ୟାରେ ଅସୁସ୍ଥ ହେବା ପରେ ତାଙ୍କୁ ଅବଜରଭେସନରେ ରଖାଯାଇଛି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories