www.samajalive.in
Saturday, December 13, 2025
21.1 C
Bhubaneswar

ଆଡଭେନଚର୍‌ ପାର୍କରେ ଛିଣ୍ଡିଗଲା ଦୋଳି, ୩ ମୃତ ୨୬ ଆହତ

ଅହମ୍ମଦାବାଦ .- ଗୁଜୁରାଟର ଅହମ୍ମଦାବାଦ ସହରରେ ଥିବା କାଂକରିୟା ଆଡ୍‌ଭେନଚର୍‌ ପାର୍କରେ ଏକ ଦୋଳି ବୁଲୁଥିବା ଅବସ୍ଥାରେ ଛିଣ୍ଡିପଡିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୬ ଜଣ ଗୁରୁତର ହୋଇଛନ୍ତି ।
ଘଟଣାସ୍ଥଳରେ ଜରୁରୀକାଳୀନ ଉଦ୍ଧାରକାର୍ଯ୍ୟ କରାଯାଇଥିଲା । ଅହମ୍ମଦାବାଦ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ଆହତମାନଙ୍କୁ ନିକଟସ୍ଥ ଏକ ବେସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସନ୍ଧ୍ୟା ସମୟରେ ଏହି ଦୋଳିରେ ବି ୧୦ ଜଣ ଲୋକ ଫସି ରହିଥିଲେ । ପରେ ସେମାନଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories