www.samajalive.in
Friday, December 5, 2025
26.1 C
Bhubaneswar

କୁଚିଣ୍ଡା ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ

କୁଚିଣ୍ଡା : କୁଚିଣ୍ଡା ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନଳୀନ୍ଦ୍ର ପଟେଲ ସଭାପତି,  ଖଗେଶ୍ୱର ବେହେରା ଉପସଭାପତି, ବ୍ରଜମୋହନ ଅଗ୍ରୱାଲା ସାଧାରଣ ସଂପାଦକ, ତୁଲାରାମ ବାଘ କୋଷାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସଭାପତି ଓ ସଂପାଦକ ପଦବୀ ସକାଶେ କଡା ମୁକାବିଲାରେ ନିର୍ବାଚନ ହୋଇଥିବା ବେଳେ ଅନ୍ୟ ଦୁଇ ପଦବୀ ଗୁଡିକ ବିନା ପ୍ରତିଦ୍ୱନ୍ଦିତାରେ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ ବରିଷ୍ଠ ଓକିଲ ଦେବେନ୍ଦ୍ର ପଟେଲ ଏବଂ ପ୍ରଶାନ୍ତ କର  ନିର୍ବାଚନ ଅଧିକାରୀ ଭାବେ ପରିଚାଳନା କରିଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories