www.samajalive.in
Sunday, December 7, 2025
26.1 C
Bhubaneswar

ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସ ସାମୟିକ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଅର୍ଚ୍ଚନା ନାଗଙ୍କ ଓକିଲାତି ଲାଇସେନ୍ସକୁ ନିଲମ୍ବିତ କରାଯାଇଛି। ଏହାକୁ ସାମୟିକ ଭାବେ ନିଲମ୍ବନ କରାଯାଇଛି। ଆଇନଜୀବୀ ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନା ଅନୁସାରେ, ଲାଇସେନ୍ସ ଆବେଦନ ଫର୍ମରେ ଅର୍ଚ୍ଚନା ତ୍ରୁଟିପୂର୍ଣ୍ଣ ତଥ୍ୟ ଦେଇଥିବା ଜଣାପଡ଼ିଛି। ଏହା ସହିତ ତାଙ୍କ ଆପରାଧିକ ମାମଲା ସମ୍ପର୍କିତ ତଥ୍ୟ ମଧ୍ୟ ଆବେଦନ ପତ୍ରରେ ଲୁଚାଯାଇଛି। ସେ ବିଭିନ୍ନ ବ୍ୟବସାୟରେ ସମ୍ପୃକ୍ତ ଥିଲେ ମଧ୍ୟ ସେ ସମ୍ପର୍କରେ ତଥ୍ୟ ପ୍ରକାଶ କରାଯାଇ ନାହିଁ। ତେଣୁ ତାଙ୍କ ଓକିଲାତି ଲାଇସେନ୍ସକୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories