www.samajalive.in
Sunday, December 14, 2025
19.1 C
Bhubaneswar

ଆଇନଜୀବୀଙ୍କ ବିୟୋଗରେ ସୁବଳୟା ଗ୍ରାମରେ ଶୋକର ଛାୟା

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ତଥା ଖଲ୍ଲିକୋଟ ବାର ଆସୋସିଆନର ସଦସ୍ୟ ଆଇନଜୀବୀ ଲଲାଟେନ୍ଦୁ ନାୟକଙ୍କ ଅକାଳ ବିୟୋଗ ଘଟିଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ଶୋକର ଛାୟା ଖେଳି ଯାଇଛି। ସେ ଜଣେ ପରୋପକାରୀ, ମିଷ୍ଠଭାସୀ, ବ୍ୟକ୍ତିତ୍ବ ଥିଲେ। ତାଙ୍କର ଏହି ଅକାଳ ବିୟୋଗରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ପୂର୍ବତନ ବିଧାୟକ ଏନ ନାରାୟଣ ରେଡ୍ଡୀ, ଗଞ୍ଜାମ ବ୍ଲକ ପୂର୍ବତନ ଅଧ୍ୟକ୍ଷ ସୁରଥ ପ୍ରଧାନ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ କୁମାର ବିଶ୍ୱାଳ, ଗଞ୍ଜାମ ବ୍ଲକ ପୂର୍ବତନ ଅଧକ୍ଷ ସୁଧୀର ବିଶ୍ୱାଳ, ପୂର୍ବତନ ସରପଞ୍ଚ ଜୟସେନ ପ୍ରଧାନ, କେଦାର ନାଥ ସ୍ୱାଇଁ, ଶିକ୍ଷାବିତ ବାନାମ୍ବର ପଲାଇ, ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିବା ସଙ୍ଗେ ସଙ୍ଗେ ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories